SOA President met Chief Minister
ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ପ୍ରଫେସର ଡକ୍ଟର ମନୋଜରଞ୍ଜନ ନାୟକ
ଭୁବନେଶ୍ଵର, ଜୁଲାଇ ୩: ବୁଧବାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ସୋଆ ବିଶ୍ବବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ପ୍ରଫେସର ଡକ୍ଟର ମନୋଜରଞ୍ଜନ ନାୟକ ।
ଏହି ଅବସରରେ ଏକ ବିକଶିତ ଓଡ଼ିଶା ନିର୍ମାଣ ନିମନ୍ତେ ରାଜ୍ୟର ଶିକ୍ଷା ଓ ସ୍ବାସ୍ଥ୍ୟସେବା କ୍ଷେତ୍ର ଉପରେ ମତ ବିନିମୟ କରିବା ସହ ଏଥିରେ ଶିକ୍ଷା ଓ ଅନୁସନ୍ଧାନ ବିଶ୍ବବିଦ୍ୟାଳୟ କିଭଳି ସହାୟକ ହୋଇପାରିବ ସେ ବିଷୟରେ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିଲା । ଏଥି ସହ ଘରୋଇ ସଂସ୍ଥାର ଭୂମିକା ଓ ସରକାରଙ୍କ ମଧ୍ୟରେ ସୁସମ୍ପର୍କ ଉପରେ ମଧ୍ୟ ଆଲୋଚନା ହୋଇଥିଲା । ଏହି ସମୟରେ ଆଇ ଏମ ଏସ ଆଣ୍ଡ ସମ୍ ହସ୍ପିଟାଲର ବରିଷ୍ଠ ଚିକିତ୍ସକ ଡାକ୍ତର ବସନ୍ତ କୁମାର ପତି ମଧ୍ୟ ଉପସ୍ଥିତ ଥିଲେ ।
SOA FLOWER FESTIVAL TO BE HELD ON JANUARY 19 AND 20
SOA FLOWER FESTIVAL TO BE HELD ON JANUARY 19 AND
SOA SIGNS MoU WITH ARMOURED VEHICLES NIGAM LIMITED
SOA SIGNS MoU WITH ARMOURED VEHICLES NIGAM LIMITED



